2 ବଂଶାବଳୀ 11:3 - ପବିତ୍ର ବାଇବଲ3 “ଶମୟିୟ ଶଲୋମନଙ୍କ ପୁତ୍ର ଯିହୁଦାର ରାଜା ରିହବିୟାମ୍ ଏବଂ ଯିହୁଦା ଓ ବିନ୍ୟାମୀନ ନଗରରେ ବାସ କରୁଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ କୁହ। See the chapterପବିତ୍ର ବାଇବଲ (Re-edited) - (BSI)3 ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମ୍ଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ ନିବାସୀ ସମସ୍ତ ଇସ୍ରାଏଲକୁ କୁହ, See the chapterଓଡିଆ ବାଇବେଲ3 ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ, See the chapter |