2 ବଂଶାବଳୀ 12:12 - ପବିତ୍ର ବାଇବଲ12 ରିହବିୟାମ୍ ଯେତେବେଳେ ନିଜକୁ ନମ୍ର କଲେ, ସଦାପ୍ରଭୁ ରିହବିୟାମଙ୍କଠାରୁ ଆପଣା କ୍ରୋଧ ଫେରାଇ ନେଇଗଲେ। ତେଣୁ ସଦାପ୍ରଭୁ ରିହବିୟାମଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲେ ନାହିଁ। ଯିହୁଦାର କିଛି ମଙ୍ଗଳ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା। See the chapterଓଡିଆ ବାଇବେଲ12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା। See the chapter |