2 ବଂଶାବଳୀ 12:13 - ପବିତ୍ର ବାଇବଲ13 ରାଜା ରିହବିୟାମ୍ ଯିରୁଶାଲମରେ ନିଜକୁ ଶକ୍ତିଶାଳୀ କଲେ। ସେ ଯେତେବେଳେ ରାଜା ହେଲେ, ସେତେବେଳେ ତାଙ୍କୁ ଏକଗ୍ଭଳିଶ ବର୍ଷ ବୟସ ହୋଇଥିଲା। ରିହବିୟାମ୍ ସତର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରେ ରାଜା ହୋଇ ରହିଲେ। ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ସଦାପ୍ରଭୁ ଯିରୁଶାଲମ ନଗରକୁ ହିଁ ମନୋନୀତ କରିଥିଲେ। ସଦାପ୍ରଭୁ ଯିରୁଶାଲମରେ ତାଙ୍କର ନାମ ସ୍ଥାପନ କରିବାକୁ ମନୋନୀତ କଲେ। ରିହବିୟାମଙ୍କ ମାତା ଥିଲେ ନୟମା। ନୟମା ଅମ୍ମୋନ ଦେଶରୁ ଆସିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ରିହବୀୟାମ୍ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ଵ କଲେ; ରିହବୀୟାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ଵ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା। See the chapterଓଡିଆ ବାଇବେଲ13 ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା। See the chapter |