2 ବଂଶାବଳୀ 12:4 - ପବିତ୍ର ବାଇବଲ4 ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହା ପରେ ଶୀଶକ୍ ଯିରୁଶାଲମକୁ ଆସିଲା। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। See the chapterଓଡିଆ ବାଇବେଲ4 ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା। See the chapter |