Online Bible

- Advertisements -




2 ବଂଶାବଳୀ 12:9 - ପବିତ୍ର ବାଇବଲ

9 ଶୀଶକ୍ ଯିରୁଶାଲମ ଉପରେ ଆକ୍ରମଣ କଲେ ଓ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ଧନସମ୍ପତ୍ତି ସବୁ ଲୁଟି ନେଇଗଲେ। ଶୀଶକ୍ ମିଶରର ରାଜା ଥିଲେ। ଆଉ ସେ ରାଜାଙ୍କ ଗୃହରେ ଥିବା ଧନସମ୍ପତ୍ତି ସବୁ ଲୁଟି ନେଇଗଲେ। ଆହୁରି ମଧ୍ୟ ସେ ଶଲୋମନ ନିର୍ମାଣ କରିଥିବା ସୁବର୍ଣ୍ଣ ଢାଲ ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା।

See the chapter Copy

ଓଡିଆ ବାଇବେଲ

9 ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।

See the chapter Copy




2 ବଂଶାବଳୀ 12:9

Follow us:

Advertisements


Advertisements