2 ବଂଶାବଳୀ 13:18 - ପବିତ୍ର ବାଇବଲ18 ତେଣୁ ସେହି ସମୟରେ ଇସ୍ରାଏଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜୟୀ ହେଲେ। ଯିହୁଦାର ସୈନ୍ୟଦଳ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉପରେ ନିର୍ଭର କରିଥିବାରୁ ବିଜୟଲାଭ କଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ। See the chapterଓଡିଆ ବାଇବେଲ18 ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ। See the chapter |