2 ବଂଶାବଳୀ 14:10 - ପବିତ୍ର ବାଇବଲ10 ଆସା ସେରହଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲେ। ମାରେଶାର ସଫାଥା ଉପତ୍ୟକାର ମାରେଶାହ ନିକଟରେ ଯୁଦ୍ଧ କରିବା ନିମନ୍ତେ ଆସାଙ୍କ ସୈନ୍ୟଦଳ ପ୍ରସ୍ତୁତ ହୋଇ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। See the chapterଓଡିଆ ବାଇବେଲ10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ। See the chapter |