Online Bible

- Advertisements -




2 ବଂଶାବଳୀ 14:9 - ପବିତ୍ର ବାଇବଲ

9 ଏହା ପରେ ସେରହ ଆସାଙ୍କ ସୈନ୍ୟଦଳ ବିରୁଦ୍ଧରେ ଆସିଲା। ସେରହ ଇଥିଓପିଆର ମୁଖ୍ୟ ଥିଲା। ସେରହ ସହିତ ଥିବା ସୈନ୍ୟଦଳରେ 1,000,000 ଲୋକ ଓ 300 ରଥ ଥିଲେ। ସେରହର ସୈନ୍ୟଦଳ ମାରେଶା ସହର ପର୍ଯ୍ୟନ୍ତ ମାଡ଼ିଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।

See the chapter Copy

ଓଡିଆ ବାଇବେଲ

9 ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।

See the chapter Copy




2 ବଂଶାବଳୀ 14:9

Follow us:

Advertisements


Advertisements