2 ବଂଶାବଳୀ 15:10 - ପବିତ୍ର ବାଇବଲ10 ଆସାଙ୍କ ରାଜତ୍ୱର ପନ୍ଦରତମ ବର୍ଷର ତୃତୀୟ ମାସରେ ଆସା ଓ ସେହି ଲୋକ ସମସ୍ତେ ଯିରୁଶାଲମରେ ଏକତ୍ରିତ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)10 ଏହେତୁ ଆସାଙ୍କର ଅଧିକାରର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ। See the chapterଓଡିଆ ବାଇବେଲ10 ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ। See the chapter |