Online Bible

- Advertisements -




2 ବଂଶାବଳୀ 15:17 - ପବିତ୍ର ବାଇବଲ

17 ଯଦିଓ ଇସ୍ରାଏଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ କରାଯାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦୟ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।

See the chapter Copy

ଓଡିଆ ବାଇବେଲ

17 ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।

See the chapter Copy




2 ବଂଶାବଳୀ 15:17

Follow us:

Advertisements


Advertisements