Online Bible

- Advertisements -




2 ବଂଶାବଳୀ 15:4 - ପବିତ୍ର ବାଇବଲ

4 କିନ୍ତୁ ଯେତେବେଳେ ଇସ୍ରାଏଲ ଲୋକମାନେ ଦୁଃଖ ପାଇଲେ, ସେମାନେ ପୁନର୍ବାର ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ଫେରିଲେ। ସେ ଇସ୍ରାଏଲର ପରମେଶ୍ୱର ଅଟନ୍ତି। ସେମାନେ ସଦାପ୍ରଭୁଙ୍କୁ ଖୋଜିଲେ, ଆଉ ସେମାନେ ତାଙ୍କୁ ପାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରି ତାହାଙ୍କର ଅନ୍ଵେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।

See the chapter Copy

ଓଡିଆ ବାଇବେଲ

4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।

See the chapter Copy




2 ବଂଶାବଳୀ 15:4

Follow us:

Advertisements


Advertisements