Online Bible

- Advertisements -




2 ବଂଶାବଳୀ 16:2 - ପବିତ୍ର ବାଇବଲ

2 ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧ୍ୟରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହା ପରେ ଆସା ବି‌ନ୍‌ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବି‌ନ୍‌ହଦଦ୍ ଅରା‌ମ୍‌ର ରାଜା ଥିଲେ ଓ ସେ ଦମ୍ମେଶକ ସହରରେ ବାସ କରୁଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ତାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,

See the chapter Copy

ଓଡିଆ ବାଇବେଲ

2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,

See the chapter Copy




2 ବଂଶାବଳୀ 16:2

Follow us:

Advertisements


Advertisements