2 ବଂଶାବଳୀ 16:7 - ପବିତ୍ର ବାଇବଲ7 ସେହି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, “ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାଯ୍ୟ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେହେତୁ ତୁମ୍ଭେ ସାହାଯ୍ୟ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ୟଦଳ ତୁମ୍ଭଠାରୁ ଖସି ପଳାଇଗଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ। See the chapterଓଡିଆ ବାଇବେଲ7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ। See the chapter |