Online Bible

- Advertisements -




2 ବଂଶାବଳୀ 16:9 - ପବିତ୍ର ବାଇବଲ

9 ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।

See the chapter Copy

ଓଡିଆ ବାଇବେଲ

9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”

See the chapter Copy




2 ବଂଶାବଳୀ 16:9

Follow us:

Advertisements


Advertisements