Online Bible

- Advertisements -




2 ବଂଶାବଳୀ 17:11 - ପବିତ୍ର ବାଇବଲ

11 କେତେକ ପଲେଷ୍ଟୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ୟ ସେମାନେ ଯିହୋଶାଫ‌ଟଙ୍କ ନିମନ୍ତେ ରୂପା ଆଣିଲେ। କେତେକ ଆରବୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ପଶୁପଲ ଭେଟୀ ସ୍ୱରୂପେ ଆଣିଲେ। ସେମାନେ ତାଙ୍କୁ 7,700 ଗୋଟି ଛେଳି ଓ 7,700 ଗୋଟି ମେଣ୍ଢା ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

See the chapter Copy

ଓଡିଆ ବାଇବେଲ

11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

See the chapter Copy




2 ବଂଶାବଳୀ 17:11

Follow us:

Advertisements


Advertisements