2 ବଂଶାବଳୀ 17:12 - ପବିତ୍ର ବାଇବଲ12 ଯିହୋଶାଫଟ୍ କ୍ରମେ ଅଧିକରୁ ଅଧିକ ପରାକ୍ରମୀ ହୋଇ ଉଠିଲେ। ସେ ଯିହୁଦା ଦେଶରେ ଅନେକ ଦୁର୍ଗ ଓ ଭଣ୍ଡାର ନଗରମାନ ନିର୍ମାଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)12 ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ତାର-ନଗରମାନ ନିର୍ମାଣ କଲେ। See the chapterଓଡିଆ ବାଇବେଲ12 ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ୍ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ। See the chapter |