Online Bible

- Advertisements -




2 ବଂଶାବଳୀ 17:13 - ପବିତ୍ର ବାଇବଲ

13 ସେ ଯିହୁଦା ନଗରରେ ବହୁତ କିଛି ରଖିଲେ। ଆଉ ଯିହୋଶାଫଟ୍ ଯିରୁଶାଲମରେ ତାଲିମପ୍ରାପ୍ତ ସୈନ୍ୟମାନଙ୍କୁ ରଖିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy

ଓଡିଆ ବାଇବେଲ

13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy




2 ବଂଶାବଳୀ 17:13

Follow us:

Advertisements


Advertisements