Online Bible

- Advertisements -




2 ବଂଶାବଳୀ 17:14 - ପବିତ୍ର ବାଇବଲ

14 ସେହି ସୈନ୍ୟମାନଙ୍କୁ ସେମାନଙ୍କ ପରିବାରବର୍ଗରେ ତାଲିକାଭୁକ୍ତ କରାଗଲା। ଯିରୁଶାଲମରେ ଅବସ୍ଥାପିତ ସେହି ସୈନ୍ୟମାନଙ୍କର ତାଲିକା ଏହି: ଯିହୁଦା ଗୋଷ୍ଠୀରୁ, ଏହି ଲୋକମାନେ ହଜାର ହଜାର ସୈନ୍ୟଙ୍କର ସେନାପତି ଥିଲେ: ଅଦ୍ନ 300,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy

ଓଡିଆ ବାଇବେଲ

14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।

See the chapter Copy




2 ବଂଶାବଳୀ 17:14

Follow us:

Advertisements


Advertisements