Online Bible

- Advertisements -




2 ବଂଶାବଳୀ 17:5 - ପବିତ୍ର ବାଇବଲ

5 ସଦାପ୍ରଭୁ ଯିହୋଶାଫ‌ଟଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ଯିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

See the chapter Copy

ଓଡିଆ ବାଇବେଲ

5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

See the chapter Copy




2 ବଂଶାବଳୀ 17:5

Follow us:

Advertisements


Advertisements