Online Bible

- Advertisements -




2 ବଂଶାବଳୀ 17:7 - ପବିତ୍ର ବାଇବଲ

7 ଯିହୋଶାଫଟ୍ ତାଙ୍କର ନେତାଗଣଙ୍କୁ ଯିହୁଦାର ସହରମାନଙ୍କୁ ଶିକ୍ଷା ଦେବା ନିମନ୍ତେ ପଠାଇଲେ। ଏହା ଯିହୋଶାଫ‌ଟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଘଟିଲା। ସେହି ନେତାମାନେ ଥିଲେ ବି‌ନ୍‌ହୟିଲ, ଓବଦିୟ, ଜିଖରିୟ, ନଥନେଲ୍ ଓ ମୀଖାୟ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ମଧ୍ୟ ସେ ଆପଣା ଅଧିକାରର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ ଓ ଓବଦୀୟ ଓ ଜିଖରୀୟ ଓ ନଥନେଲ ଓ ମୀଖାୟକୁ ପଠାଇଲେ;

See the chapter Copy

ଓଡିଆ ବାଇବେଲ

7 ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;

See the chapter Copy




2 ବଂଶାବଳୀ 17:7

Follow us:

Advertisements


Advertisements