2 ବଂଶାବଳୀ 18:16 - ପବିତ୍ର ବାଇବଲ16 ଏହା ପରେ ମୀଖାୟ କହିଲେ, “ମୁଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପର୍ବତ ଉପରେ ଛିନ୍ନବିଚ୍ଛିନ୍ନ ଦେଖିଲି। ସେମାନେ ମେଷପାଳକ ବିହୀନ ମେଷତୁଲ୍ୟ ଥିଲେ। ସଦାପ୍ରଭୁ କହିଲେ, ‘ସେମାନଙ୍କର କୌଣସି ନେତା ନାହାନ୍ତି। ପ୍ରତ୍ୟେକ ଲୋକ ନିରାପଦରେ ନିଜ ଗୃହକୁ ଫେରିଯାଉ।’” See the chapterପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେ କହିଲା, ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ଵାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ। See the chapterଓଡିଆ ବାଇବେଲ16 ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।” See the chapter |