2 ବଂଶାବଳୀ 18:20 - ପବିତ୍ର ବାଇବଲ20 ଏହା ପରେ ଗୋଟିଏ ଆତ୍ମା ଆସିଲା ଓ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲା। ଆତ୍ମାଟି କହିଲା, ‘ମୁଁ ଆହାବଙ୍କୁ ପ୍ରତାରିତ କରିବି।’ ସଦାପ୍ରଭୁ ଆତ୍ମାକୁ ପଗ୍ଭରିଲେ, ‘କିପରି?’ See the chapterପବିତ୍ର ବାଇବଲ (Re-edited) - (BSI)20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ମୁଁ ତାହାକୁ ଫୁସୁଲାଇବି। ତହୁଁ ସଦାପ୍ରଭୁ ତାହାକୁ କହିଲେ, କାହିଁରେ? See the chapterଓଡିଆ ବାଇବେଲ20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସୁଲାଇବି।” ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ See the chapter |