Online Bible

- Advertisements -




2 ବଂଶାବଳୀ 18:25 - ପବିତ୍ର ବାଇବଲ

25 ତା'ପରେ ଇସ୍ରାଏଲର ରାଜା କହିଲେ, “ମୀଖାୟଙ୍କୁ ନେଇଯାଅ ଓ ତାଙ୍କୁ ନଗରର ନଗରପାଳ ଆମୋନ ଓ ରାଜାଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ପଠାଇଦିଅ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଇସ୍ରାଏଲର ରାଜା କହିଲେ, ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ ଓ ରାଜପୁତ୍ର ଯୋୟାଶ ନିକଟକୁ ନେଇ ଯାଅ;

See the chapter Copy

ଓଡିଆ ବାଇବେଲ

25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇ ଯାଅ;”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;

See the chapter Copy




2 ବଂଶାବଳୀ 18:25

Follow us:

Advertisements


Advertisements