Online Bible

- Advertisements -




2 ବଂଶାବଳୀ 18:26 - ପବିତ୍ର ବାଇବଲ

26 ଆମୋନ୍ ଓ ଯୋୟାଶଙ୍କୁ କୁହ, ରାଜା ଏହା କହନ୍ତି: ମୀଖାୟଙ୍କୁ ବନ୍ଦୀଶାଳାରେ ପକାଇଦିଅ। ମୁଁ ଯୁଦ୍ଧରୁ ଫେରି ନ ଆସିବା ପର୍ଯ୍ୟନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ୟତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦେବ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।

See the chapter Copy

ଓଡିଆ ବାଇବେଲ

26 ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”

See the chapter Copy




2 ବଂଶାବଳୀ 18:26

Follow us:

Advertisements


Advertisements