2 ବଂଶାବଳୀ 2:11 - ପବିତ୍ର ବାଇବଲ11 ତା'ପରେ ସୋରର ରାଜା ହୂରମ୍, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତା ଥିଲା: “ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି। See the chapterଓଡିଆ ବାଇବେଲ11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, “ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।” See the chapter |