2 ବଂଶାବଳୀ 2:16 - ପବିତ୍ର ବାଇବଲ16 ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଗ୍ଭହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦେଇ କାଠ ଭେଳାରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ଯିରୁଶାଲମକୁ ନେଇଯିବ।” See the chapterପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନ୍ରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ରପଥରେ ଯାଫୋରେ ଆପଣଙ୍କ ନିକଟରେ ପହୁଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ। See the chapterଓଡିଆ ବାଇବେଲ16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।” See the chapter |