2 ବଂଶାବଳୀ 2:18 - ପବିତ୍ର ବାଇବଲ18 ଶଲୋମନ 70,000 ବିଦେଶୀଙ୍କୁ ଜିନିଷ ବୋହିବା ନିମନ୍ତେ ବାଛିଲେ। ଶଲୋମନ 80,000 ବିଦେଶୀଙ୍କୁ ପର୍ବତରୁ ପଥର କାଟିବା ନିମନ୍ତେ ବାଛିଲେ। ଆଉ ଶଲୋମନ 3,600 ବିଦେଶୀ ଲୋକଙ୍କୁ କାର୍ଯ୍ୟ କରାଇବା ନିମନ୍ତେ ପର୍ଯ୍ୟବେକ୍ଷକ ରୂପେ ବାଛିଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକ ନିଯୁକ୍ତ କଲେ। See the chapterଓଡିଆ ବାଇବେଲ18 ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ। See the chapter |