Online Bible

- Advertisements -




2 ବଂଶାବଳୀ 2:2 - ପବିତ୍ର ବାଇବଲ

2 ଶଲୋମନ ପର୍ବତଗୁଡ଼ିକରୁ ପଥର କାଟିବା ନିମନ୍ତେ 70,000 ଶ୍ରମିକ ଓ 80,000 ପଥରକଟାଳୀ ସଂଗ୍ରହ କଲେ। ଆଉ ତଦାରଖ କାର୍ଯ୍ୟ କରିବା ନିମନ୍ତେ 3,600 ତଦାରଖକାରୀଙ୍କୁ ମନୋନୀତ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।

See the chapter Copy

ଓଡିଆ ବାଇବେଲ

2 ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।

See the chapter Copy




2 ବଂଶାବଳୀ 2:2

Follow us:

Advertisements


Advertisements