Online Bible

- Advertisements -




2 ବଂଶାବଳୀ 2:3 - ପବିତ୍ର ବାଇବଲ

3 ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଶଲୋମନ ସୋରର ରାଜ ହୂରମ୍ ନିକଟକୁ ଲୋକ ପଠାଇ କହିଲେ, ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସକାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।

See the chapter Copy

ଓଡିଆ ବାଇବେଲ

3 ଆଉ ଶଲୋମନ ସୋରର ରାଜା ହୂରମ୍‍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋ’ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋ’ ପ୍ରତି ବ୍ୟବହାର କରନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଶଲୋମନ ସୋରର ରାଜା ହୂରମ୍‍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।

See the chapter Copy




2 ବଂଶାବଳୀ 2:3

Follow us:

Advertisements


Advertisements