Online Bible

- Advertisements -




2 ବଂଶାବଳୀ 2:7 - ପବିତ୍ର ବାଇବଲ

7 “ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ମୋʼ ପିତା ଦାଉଦଙ୍କ ଦ୍ଵାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା ଓ ରୂପା ଓ ପିତ୍ତଳ ଓ ଲୁହା ଓ ଧୂମ୍ର ଓ ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ କତିକି ପଠାଉନ୍ତୁ।

See the chapter Copy

ଓଡିଆ ବାଇବେଲ

7 ଏହେତୁ ମୋ’ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋ’ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋ’ ନିକଟକୁ ପଠାଉନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।

See the chapter Copy




2 ବଂଶାବଳୀ 2:7

Follow us:

Advertisements


Advertisements