Online Bible

- Advertisements -




2 ବଂଶାବଳୀ 20:18 - ପବିତ୍ର ବାଇବଲ

18 ଯିହୋଶାଫଟ୍ ତଳକୁ ମୁହଁ କରି ମଥା ନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ମଥାନତ କଲେ। ଆଉ ସେମାନେ ସମସ୍ତେ ସଦାପ୍ରଭୁଙ୍କର ସେବା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।

See the chapter Copy

ଓଡିଆ ବାଇବେଲ

18 ତହିଁରେ ଯିହୋଶାଫଟ୍‍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଯିହୋଶାଫଟ୍‍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।

See the chapter Copy




2 ବଂଶାବଳୀ 20:18

Follow us:

Advertisements


Advertisements