Online Bible

- Advertisements -




2 ବଂଶାବଳୀ 20:25 - ପବିତ୍ର ବାଇବଲ

25 ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ପଦାର୍ଥସବୁ ଲୁଟି ନେବାକୁ ଆସିଲେ। ସେମାନେ ଅନେକ ବହୁମୂଲ୍ୟ ଦ୍ରବ୍ୟ ପାଇଲେ। ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ସେହି ଦ୍ରବ୍ୟଗୁଡ଼ିକୁ ନିଜ ନିମନ୍ତେ ନେଲେ। ସେହି ଦ୍ରବ୍ୟଗୁଡ଼ିକ ଯିହୋଶାଫଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ୟଠାରୁ ଯଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସେହି ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ କାଢ଼ିବା ନିମନ୍ତେ ସେମାନଙ୍କୁ ତିନି ଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରନି ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।

See the chapter Copy

ଓଡିଆ ବାଇବେଲ

25 ତହିଁରେ ଯିହୋଶାଫଟ୍‍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ଯିହୋଶାଫଟ୍‍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।

See the chapter Copy




2 ବଂଶାବଳୀ 20:25

Follow us:

Advertisements


Advertisements