2 ବଂଶାବଳୀ 20:29 - ପବିତ୍ର ବାଇବଲ29 ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାରୁ ସବୁ ଦେଶ ଓ ରାଜ୍ୟର ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ। See the chapterପବିତ୍ର ବାଇବଲ (Re-edited) - (BSI)29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ଵରଙ୍କ ଭୟ ଉପସ୍ଥିତ ହେଲା। See the chapterଓଡିଆ ବାଇବେଲ29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା। See the chapter |