Online Bible

- Advertisements -




2 ବଂଶାବଳୀ 20:32 - ପବିତ୍ର ବାଇବଲ

32 ଯିହୋଶାଫଟ୍ ତାଙ୍କର ପିତା ଆସାଙ୍କ ପରି ଉତ୍ତମ ପଥରେ ଜୀବନଯାପନ କଲେ। ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ଯିହୋଶାଫଟ୍ ସେହିପରି କର୍ମ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

32 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

See the chapter Copy

ଓଡିଆ ବାଇବେଲ

32 ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

See the chapter Copy




2 ବଂଶାବଳୀ 20:32

Follow us:

Advertisements


Advertisements