2 ବଂଶାବଳୀ 20:35 - ପବିତ୍ର ବାଇବଲ35 ପରେ, ଯିହୁଦାର ରାଜା ଯିହୋଶାଫଟ୍, ଇସ୍ରାଏଲର ରାଜା ଅହସିୟଙ୍କ ସହିତ ଏକ ଚୁକ୍ତି କଲେ। ଅହସିୟ ମନ୍ଦ କର୍ମ କଲେ। See the chapterପବିତ୍ର ବାଇବଲ (Re-edited) - (BSI)35 ଏଥି ଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ; See the chapterଓଡିଆ ବାଇବେଲ35 ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ; See the chapter |