Online Bible

- Advertisements -




2 ବଂଶାବଳୀ 20:4 - ପବିତ୍ର ବାଇବଲ

4 ଯିହୁଦାର ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଏକତ୍ର ହେଲେ। ସେମାନେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିବାକୁ ଯିହୁଦାର ସବୁ ସହରରୁ ବାହାରି ଆସିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।

See the chapter Copy

ଓଡିଆ ବାଇବେଲ

4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।

See the chapter Copy




2 ବଂଶାବଳୀ 20:4

Follow us:

Advertisements


Advertisements