Online Bible

- Advertisements -




2 ବଂଶାବଳୀ 20:5 - ପବିତ୍ର ବାଇବଲ

5 ସଦାପ୍ରଭୁଙ୍କ ମନ୍ଦିରର ନୂତନ ପ୍ରାଙ୍ଗଣ ସମ୍ମୁଖରେ ଯିହୋଶାଫଟ୍ ଉପସ୍ଥିତ ଥିଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ମଧ୍ୟରୁ ଉଠି ଠିଆ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;

See the chapter Copy

ଓଡିଆ ବାଇବେଲ

5 ଆଉ, ଯିହୋଶାଫଟ୍‍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଯିହୋଶାଫଟ୍‍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;

See the chapter Copy




2 ବଂଶାବଳୀ 20:5

Follow us:

Advertisements


Advertisements