2 ବଂଶାବଳୀ 20:8 - ପବିତ୍ର ବାଇବଲ8 ଅବ୍ରହାମଙ୍କ ବଂଶଧରମାନେ ଏହି ଦେଶରେ ବାସ କଲେ ଓ ତୁମ୍ଭ ନାମରେ ଗୋଟିଏ ମନ୍ଦିର ନିର୍ମାଣ କଲେ। ସେମାନେ କହିଲେ, See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି, See the chapterଓଡିଆ ବାଇବେଲ8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି, See the chapter |