Online Bible

- Advertisements -




2 ବଂଶାବଳୀ 21:10 - ପବିତ୍ର ବାଇବଲ

10 ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଇଦୋମ ଯିହୁଦାର ବିରୋଧୀ ବିଦ୍ରୋହୀ ହୋଇ ରହିଅଛି। ଲି‌ବ୍‌ନା ସହରର ଲୋକମାନେ ମଧ୍ୟ ଯିହୋରା‌ମଙ୍କ ବିରୁଦ୍ଧରେ ଉଠିଲେ। ଯିହୋରାମ୍ ସଦାପ୍ରଭୁ ପରମେଶ୍ୱରଙ୍କୁ ତ୍ୟାଗ କରିଥିବାରୁ ଏହିପରି ଘଟିଲା। ସେ ଯିହୋରା‌ମଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ଅଟନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ।

See the chapter Copy

ଓଡିଆ ବାଇବେଲ

10 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।

See the chapter Copy




2 ବଂଶାବଳୀ 21:10

Follow us:

Advertisements


Advertisements