Online Bible

- Advertisements -




2 ବଂଶାବଳୀ 21:20 - ପବିତ୍ର ବାଇବଲ

20 ଯିହୋରାମ୍ ରାଜା ହେବା ସମୟରେ ବତିଶ୍ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ। ଯିହୋରା‌ମଙ୍କ ମୃତ୍ୟୁରେ କୌଣସି ବ୍ୟକ୍ତି ଦୁଃଖ କଲେ ନାହିଁ। ଲୋକମାନେ ଯିହୋରା‌ମଙ୍କୁ ଦାଉଦଙ୍କ ନଗରରେ କବର ଦେଲେ ସତ, କିନ୍ତୁ ଯେଉଁଠାରେ ରାଜାମାନଙ୍କୁ କବର ଦିଆଯାଏ, ସେଠାରେ କବର ଦେଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ।

See the chapter Copy

ଓଡିଆ ବାଇବେଲ

20 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।

See the chapter Copy




2 ବଂଶାବଳୀ 21:20

Follow us:

Advertisements


Advertisements