Online Bible

- Advertisements -

2 ବଂଶାବଳୀ 22:11 - ପବିତ୍ର ବାଇବଲ

11 କିନ୍ତୁ ଯିହୋଶାବତ୍, ଯୋୟାଶ୍ ଓ ତାଙ୍କ ଧାତ୍ରୀକୁ ଅନ୍ତଃପୁରସ୍ଥ ଶୟନକକ୍ଷ ମଧ୍ୟରେ ଲୁଗ୍ଭଇ ଦେଲେ। ଯିହୋଶାବତ୍ ରାଜା ଯିହୋରା‌ମଙ୍କର କନ୍ୟା ଥିଲେ। ସେ ଯିହୋୟାଦାଙ୍କର ପତ୍ନୀ ମଧ୍ୟ ଥିଲେ। ଯିହୋୟାଦା ଜଣେ ଯାଜକ ଥିଲେ। ଆଉ ଯିହୋଶାବତ୍ ଅହସିୟଙ୍କ ଭଗ୍ନୀ ଥିଲେ। ଅଥଲିୟା ଯିହୋଶାବତଙ୍କୁ ବଧ କରି ପାରିଲେ ନାହିଁ, କାରଣ ଯିହୋଶାବତ୍ ତାଙ୍କୁ ଲୁଗ୍ଭଇ ଦେଇଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକି ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।

See the chapter Copy

ଓଡିଆ ବାଇବେଲ

11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍‍ ଅହସୀୟଙ୍କର ପୁତ୍ର ଯୋୟାଶ୍‍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍‍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ବଂଶାବଳୀ 22:11

Follow us:

Advertisements

Advertisements