2 ବଂଶାବଳୀ 22:12 - ପବିତ୍ର ବାଇବଲ12 ଯୋୟାଶ୍ ଛଅ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ମନ୍ଦିରରେ ଯାଜକମାନଙ୍କ ସହିତ ଲୁକାୟିତ ଭାବରେ ରହିଲେ। ସେହି ସମୟରେ ଅଥଲିୟା ଦେଶରେ ରାଣୀ ଭାବରେ ରାଜତ୍ୱ କଲେ। See the chapterପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ। See the chapterଓଡିଆ ବାଇବେଲ12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ। See the chapter |