Online Bible

- Advertisements -




2 ବଂଶାବଳୀ 22:3 - ପବିତ୍ର ବାଇବଲ

3 ଅହସିୟ ମଧ୍ୟ ଆହାବଙ୍କ ପରିବାର ଭଳି ଜୀବନଯାପନ କଲେ। ସେ ସେପ୍ରକାର ଜୀବନ କାଟିଲେ, କାରଣ ତାଙ୍କର ମାତା ତାଙ୍କୁ ମନ୍ଦକାର୍ଯ୍ୟମାନ କରିବା ନିମନ୍ତେ ପ୍ରବର୍ତ୍ତାଉଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।

See the chapter Copy

ଓଡିଆ ବାଇବେଲ

3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।

See the chapter Copy




2 ବଂଶାବଳୀ 22:3

Follow us:

Advertisements


Advertisements