Online Bible

- Advertisements -




2 ବଂଶାବଳୀ 22:4 - ପବିତ୍ର ବାଇବଲ

4 ଅହସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କଲେ। ଆହାବଙ୍କ ପରିବାର ମଧ୍ୟ ସେହିପରି କରିଥିଲେ। ଅହସିୟଙ୍କ ପିତାଙ୍କର ମୃତ୍ୟୁପରେ ଆହାବଙ୍କ ପରିବାର ଅହସିୟଙ୍କୁ ପରାମର୍ଶ ଦେବାକୁ ଲାଗିଲେ। ସେମାନେ ଅହସିୟଙ୍କୁ କୁପରାମର୍ଶ ଦେଲେ। ସେହି କୁପରାମର୍ଶ ତାଙ୍କୁ ମରଣ ଆଡ଼କୁ କଢ଼ାଇ ନେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ମନ୍ତ୍ରଣାଦାୟୀ ଥିଲେ।

See the chapter Copy

ଓଡିଆ ବାଇବେଲ

4 ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।

See the chapter Copy




2 ବଂଶାବଳୀ 22:4

Follow us:

Advertisements


Advertisements