2 ବଂଶାବଳୀ 22:5 - ପବିତ୍ର ବାଇବଲ5 ଆହାବଙ୍କ ପରିବାର ତାଙ୍କୁ ଯେଉଁ ପରାମର୍ଶ ଦେଲେ, ଅହସିୟ ତାହା ପାଳନ କଲେ। ଅହସିୟ ଇସ୍ରାଏଲ ରାଜା ଯିହୋରାମଙ୍କ ସହିତ ମିଳି ଅରାମ୍ର ରାଜା ହସାୟେଲ ସହିତ ରାମୋତ୍-ଗିଲିୟଦ୍ରେ ଯୁଦ୍ଧ କରିବାକୁ ଗଲେ। ଆହାବ ଯିହୋରାମଙ୍କର ପିତା ଥିଲା। କିନ୍ତୁ ଅରାମୀୟମାନେ ଯିହୋରାମକୁ ଯୁଦ୍ଧରେ କ୍ଷତାକ୍ତ କରି ପକାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ମଧ୍ୟ ସେ ସେମାନଙ୍କ ମନ୍ତ୍ରଣାନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ। See the chapterଓଡିଆ ବାଇବେଲ5 ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ। See the chapter |