2 ବଂଶାବଳୀ 22:6 - ପବିତ୍ର ବାଇବଲ6 ଯିହୋରାମ୍ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲ୍ ସହରକୁ ଫେରିଗଲେ। ସେ ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍ରେ ଯୁଦ୍ଧ କରୁଥିବା ସମୟରେ ଆହତ ହୋଇଥିଲେ। ଏହା ପରେ ଅହସିୟ, ଯିହୁଦା ରାଜା ଯୋରାମଙ୍କର ପୁତ୍ର, ଆହାବଙ୍କର ପୁତ୍ର ଯିହୋରାମଙ୍କୁ ସାକ୍ଷାତ କରିବା ନିମନ୍ତେ ଯିଷ୍ରିୟେଲ ସହରକୁ ଗଲେ। ଯିହୋରାମ୍ ଯିଷ୍ରିୟେଲ ସହରରେ ଥିଲେ, କାରଣ ସେ ଆହତ ହୋଇଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରି ଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ। See the chapterଓଡିଆ ବାଇବେଲ6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ। See the chapter |