2 ବଂଶାବଳୀ 22:7 - ପବିତ୍ର ବାଇବଲ7 ଅହସିୟ ଯୋରାମଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେହି ସମୟରେ ହିଁ ପରମେଶ୍ୱର ତାଙ୍କ ପ୍ରତି ମୃତ୍ୟୁ ଘଟାଇଲେ। ଅହସିୟ ଯାଇ ପହଞ୍ଚିଲେ ଓ ଯୋରାମଙ୍କ ସହିତ ଯେହୂଙ୍କୁ ଭେଟିବା ନିମନ୍ତେ ଗଲେ। ଯେହୂଙ୍କ ପିତାଙ୍କର ନାମ ଥିଲା ନିମ୍ଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯେହୂଙ୍କୁ ମନୋନୀତ କରିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ଵରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ। See the chapterଓଡିଆ ବାଇବେଲ7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ। See the chapter |