Online Bible

- Advertisements -




2 ବଂଶାବଳୀ 23:12 - ପବିତ୍ର ବାଇବଲ

12 ଲୋକମାନେ ମନ୍ଦିରକୁ ଦୌଡ଼ିକରି ଯିବା ଓ ରାଜାଙ୍କର ପ୍ରଶଂସା କରିବାର ଶବ୍ଦ ଅଥଲିୟା ଶୁଣିବାକୁ ପାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରରେ ଲୋକମାନଙ୍କ ନିକଟକୁ ଆସିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ାଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;

See the chapter Copy

ଓଡିଆ ବାଇବେଲ

12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;

See the chapter Copy




2 ବଂଶାବଳୀ 23:12

Follow us:

Advertisements


Advertisements