Online Bible

- Advertisements -




2 ବଂଶାବଳୀ 23:14 - ପବିତ୍ର ବାଇବଲ

14 ଯିହୋୟାଦା ସେନାଧ୍ୟକ୍ଷମାନଙ୍କୁ ନେଇଆସିଲେ। ସେ ସେମାନଙ୍କୁ କହିଲେ, “ଅଥଲିୟାଙ୍କୁ ସୈନ୍ୟଦଳ ମଧ୍ୟରେ ରଖି ବାହାରକୁ ନେଇଯାଅ। ଯଦି କୌଣସି ବ୍ୟକ୍ତି ତାଙ୍କର ଅନୁସରଣ କରେ, ତାହାକୁ ତୁମ୍ଭର ‌‌ଖ‌ଡ଼୍‌ଗରେ ବଧ କର।” ଏହା ପରେ ଯାଜକ ସୈନ୍ୟମାନଙ୍କୁ ସାବଧାନ୍ କରିଦେଲେ, “ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ଅଥଲିୟାକୁ ବଧ କରିବ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍ଗାମୀ ହୁଏ, ସେ ଖଡ଼୍ଟରେ ହତ ହେଉ; କାରଣ ଯାଜକ କହିଲା, ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ ନ କର।

See the chapter Copy

ଓଡିଆ ବାଇବେଲ

14 ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ; କାରଣ ଯାଜକ କହିଲା, ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”

See the chapter Copy




2 ବଂଶାବଳୀ 23:14

Follow us:

Advertisements


Advertisements