Online Bible

- Advertisements -




2 ବଂଶାବଳୀ 23:16 - ପବିତ୍ର ବାଇବଲ

16 ଏହା ପରେ ଯିହୋୟାଦା ସମସ୍ତ ଲୋକ ଓ ରାଜାଙ୍କ ସହିତ ଏକ ନିୟମ କଲେ। ସେମାନେ ସମସ୍ତେ ଯେ ସଦାପ୍ରଭୁଙ୍କ ଲୋକ ହେବେ, ଏଥିରେ ସମ୍ମତ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।

See the chapter Copy

ଓଡିଆ ବାଇବେଲ

16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।

See the chapter Copy




2 ବଂଶାବଳୀ 23:16

Follow us:

Advertisements


Advertisements